Couverture de Dui Diganta

Dui Diganta

Aperçu

Bénéficiez gratuitement de Standard pendant 30 jours

5,99 €/mois après la période d’essai. Annulation possible à tout moment
Essayez pour 0,00 €
Plus d'options d'achat

Dui Diganta

De : ଗୌରହରି ଦାସ
Lu par : Subrat Kumar Pati
Essayez pour 0,00 €

Renouvellement automatique à 5,99 €/mois après 30 jours. Annulation possible chaque mois.

Acheter pour 14,99 €

Acheter pour 14,99 €

2000 ମସିହାରେ ବରିଷ୍ଠ ଲେଖକ ଗୌରହରି ଦାସ ଦ୍ଵିତୀୟ ଥର ପାଇଁ ଆମେରିକା ଯାଇଥିଲେ ଓ ଭାରତ ଫେରିବା ବାଟରେ କିଛିଦିନ ସ୍ୱିଡ଼େନ ଭ୍ରମଣ କରିଥିଲେ। 'ଦୁଇ ଦିଗନ୍ତ' ପୁସ୍ତକଟି ତାଙ୍କର ଏହି ଦୁଇ ଦେଶ ଭ୍ରମଣର ଅନୁଭୂତି। ଆମେରିକା ପୃଥିବୀର ସବୁଠୁ ଶକ୍ତିଶାଳୀ ଦେଶ ହୋଇଥିବାବେଳେ ସୁଇଡେନର ସାଧାରଣ ଜୀବନଯାପନ ପ୍ରଣାଳୀ ସବୁଠାରୁ ଉନ୍ନତ। ଏ ଦେଶରେ କଳା, ସଂଗୀତ, ସାହିତ୍ୟ, ସ୍ଥାପତ୍ୟ ଓ ଭାସ୍କର୍ଯ୍ୟକୁ ଯେଉଁଭଳି ଗୁରୁତ୍ୱ ପ୍ରଦାନ କରାଯାଏ ତାହା ବାସ୍ତବିକ ଉଲ୍ଲେଖନୀୟ। ଆମେରିକା ଓ ସୁଇଡେନରେ ଲେଖକଙ୍କ ଅଭିଜ୍ଞତା ସହ ଦୁଇ ଦେଶର ସାମାଜିକ ଓ ସାଂସ୍କୃତିକ ବୈଶିଷ୍ଟ୍ୟକୁ ନେଇ ରଚିତ 'ଦୁଇ ଦିଗନ୍ତ' ଶୁଣିବାଭଳି ଏକ ଭ୍ରମଣକାହାଣୀ!©2021 Storyside IN (P)2021 Storyside IN Sciences sociales
adbl_web_anon_alc_button_suppression_c
Aucun commentaire pour le moment