Couverture de Srimadbhagabata

Srimadbhagabata

Aperçu
Essayer pour 0,00 €
Écoutez en illimité un large choix de livres audio, créations & podcasts Audible Original et histoires pour enfants.
Recevez 1 crédit audio par mois à échanger contre le titre de votre choix - ce titre vous appartient.
Gratuit avec l'offre d'essai, ensuite 9,95 €/mois. Possibilité de résilier l'abonnement chaque mois.

Srimadbhagabata

De : ଜଗନ୍ନାଥ ଦାସ
Lu par : ବିଚିତ୍ରାନନ୍ଦ ପଣ୍ଡା
Essayer pour 0,00 €

9,95 € par mois après 30 jours. Résiliez à tout moment.

Acheter pour 16,65 €

Acheter pour 16,65 €

À propos de cette écoute

ସନ୍ଥକବି ଜଗନ୍ନାଥ ଦାସଙ୍କ ରଚିତ ଶ୍ରୀମଦ୍‍ଭାଗବତ କେବଳ ଏକ ପୁସ୍ତକ ନୁହେଁ, ଓଡ଼ିଶାର ସାଂସ୍କୃତିକ ଆନ୍ଦୋଳନରେ ଏକ ପ୍ରମୁଖ ଆଧାର! ଓଡ଼ିଶାର ଘରେଘରେ ଓ ଗ୍ରାମେଗ୍ରାମେ ଭାଗବତ ଟୁଙ୍ଗି (ଗାଦି)ରେ ଏହି ଅଧ୍ୟାତ୍ମ ଗ୍ରନ୍ଥ 'ଭାଗବତ ଗୋସେଇଁ' ରୂପେ ପୂଜିତ! ଓଡ଼ିଶାର ଜାତୀୟ ଜୀବନଧାରାକୁ ଏହା ଗଭୀରଭାବେ ପ୍ରଭାବିତ କରିଆସିଛି! ବିଗତ ପାଞ୍ଚ ଶହ ବର୍ଷ ଧରି ଶ୍ରୀମଦ୍‍ଭାଗବତ ଓଡ଼ିଆ ଭାଷା, ସାହିତ୍ୟ, ସମାଜ ଓ ସଂସ୍କୃତିର ଶ୍ରୀବୃଦ୍ଧି କରିଆସିଛି! ତେବେ ଚାଲନ୍ତୁ ଏବେ ଶୁଣିବା ଶ୍ରୀମଦ୍‍ଭାଗବତର ବହୁପଠିତ ଏକାଦଶ ସ୍କନ୍ଧ, ବିଚିତ୍ରାନନ୍ଦ ପଣ୍ଡାଙ୍କ ସୁମଧୁର କଣ୍ଠରେ!©2021 Storyside IN (P)2021 Storyside IN Littérature antique, classique et médiévale
Les membres Amazon Prime bénéficient automatiquement de 2 livres audio offerts chez Audible.

Vous êtes membre Amazon Prime ?

Bénéficiez automatiquement de 2 livres audio offerts.
Bonne écoute !
    Aucun commentaire pour le moment